ଭୁବନେଶ୍ୱର– ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ବିଦ୍ୱାନ ରାଜନେତା, ମୃଦୁଭାଷୀ, କର୍ମଠ, ପୂର୍ବତନ ରାଷ୍ଟ୍ରପତି ଭାରତ ରତ୍ନ ପ୍ରଣବ ମୁଖାର୍ଜୀଙ୍କ ସ୍ମୃତିଦିବସ ଅବସରରେ ସାଦର ପ୍ରଣାମ । ତାଙ୍କ ସାନିଧ୍ୟ ନୂଆ ଉର୍ଜାରେ ଭରି ଦେଉଥିଲା । ମୋତେ ତାଙ୍କ ଠାରୁ ସର୍ବଦା ନୂଆ କିଛି ଶିଖିବାର ସୁଯୋଗ ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO