ଭୁବନେଶ୍ୱର, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ପୂର୍ବତନ ଖୋର୍ଦ୍ଧା ଜିଲ୍ଲା ସଭାପତି ଶ୍ରୀ ନିକୁଞ୍ଜ ପଟ୍ଟନାୟକ, ଜିଲ୍ଲା ସଂପାଦକ ଶ୍ରୀ ବିଦ୍ୟୁତ କାଣ୍ଡି, ଖୋର୍ଦ୍ଧା ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ତାପସ ଜେନା, ଅନୁସୁଚିତ ଜାତି ମୋର୍ଚ୍ଚା ଖୋର୍ଦ୍ଧା ଜିଲ୍ଲା ସଭାପତି ଶ୍ରୀ ଶିବ ମଲ୍ଲିକ ଏବଂ କାର୍ଯ୍ୟକର୍ତା ଶ୍ରୀ ଧନେଶ୍ୱର ବାରିକଙ୍କୁ ଦଳରୁ ନିଲମ୍ବନ କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।
Related Stories
September 20, 2024
September 20, 2024