ଗଂଜାମ, ଗଂଜାମ ଜିଲାରେ ଡେଂଗୁ ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 55ରେ ପହଂଚିଛି। ଗତ ସପ୍ତାହକ ମଧ୍ୟରେ ଜିଲ୍ଲାରେ 10ଜଣ ଡେଂଗୁ ପଜିଟିଭ ଚିହ୍ନଟ ହୋଇଥିବାରୁ ଏହା ଜିଲ୍ଲା ପାଇଁ ଉଦବେଗର କାରଣ ହୋଇଛି । ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ, ମୁନିସପାଲଟି, ବିଜ୍ଞାପିତ ଅଂଚଳରେ ପଂଚାୟତ ସ୍ତରରେ ଡେଂଗୁ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ସୃଷ୍ଟି କରିବାକୁ ଦାବି ହେଉଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO