ଭୁବନେଶ୍ୱର/ସମ୍ବଲପୁର– ହୀରାକୁଦ ଡ୍ୟାମର ସମସ୍ତ ଗେଟ୍ ବନ୍ଦ କରାଯାଇଛି । ଉପର ମୁଣ୍ଡରୁ ଜଳ ପ୍ରବେଶ କମିଥିବାରୁ ଖୋଲାଥିବା ହୀରାକୁଦର ସମସ୍ତ ୬ଟି ଗେଟ୍ ବନ୍ଦ କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ୍ ରହିଛି ।
ଭୁବନେଶ୍ୱର/ସମ୍ବଲପୁର– ହୀରାକୁଦ ଡ୍ୟାମର ସମସ୍ତ ଗେଟ୍ ବନ୍ଦ କରାଯାଇଛି । ଉପର ମୁଣ୍ଡରୁ ଜଳ ପ୍ରବେଶ କମିଥିବାରୁ ଖୋଲାଥିବା ହୀରାକୁଦର ସମସ୍ତ ୬ଟି ଗେଟ୍ ବନ୍ଦ କରାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୨.୩୯ ଫୁଟ୍ ରହିଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO