ଜୟପୁର– ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରେ ପଶିଲା ବନ୍ୟାଜଳ । ଫଳରେ ଏଠାରୁ ବିଦ୍ୟୁତ ଉତ୍ପାଦନ ବନ୍ଦ ରହିଛି । ପ୍ରକଳ୍ପରେ ବନ୍ୟାଜଳ ପ୍ରବେଶ କରିବା ପରେ ବିଦ୍ୟୁତ ଉତ୍ପାଦନ ବନ୍ଦ ରହିଥିବା ନେଇ ପ୍ରକଳ୍ପ କର୍ତୃପକ୍ଷଙ୍କ ସୂତ୍ରରୁ ସୂଚନା ମିଳିଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପରୁ ଦୈନିକ ୮୦ ମେଗାୱାଟ ବିଦ୍ୟୁତ ଉତ୍ପାଦନ ହୋଇଥାଏ ।