ଗଂଜାମ, ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ସ୍କୁଲ ଛୁଟି । ଆଜି ପାଣିପାଗ ସୂଚନା ଅନୁଯାୟୀ ଗଂଜାମ ଜିଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଗଂଜାମ ଜିଲାପାଳ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଂଗନବାଡି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO