ଗଂଜାମ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ସକାଳ ଆଠଟାରୁ ଭଂଜନଗର ଜଳ ସଂପଦ ସହକାରୀ ଯନ୍ତ୍ରୀ ପ୍ରଶ୍ନ କୁମାର ସ୍ବାଇଁଙ୍କ ଘର, ଅଫିସ୍ ଓ 8 ସ୍ଥାନରେ ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ଭଂଜନଗର, କୁଲାଡ, ବ୍ରହ୍ମପୁର ସମେତ ଅନ୍ୟ ଛଅଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଚାଲିଥିବା ସୂଚନା ମିଳିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO