ଭୁବନେଶ୍ୱର– ଅତିବଡ଼ି ଜଗନ୍ନାଥ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ତଥା ମହାନ ସାରସ୍ୱତ ସାଧକ ଅତିବଡ଼ି ଜଗନ୍ନାଥ ଦାସଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଓଡ଼ିଆ ଜାତି ପାଇଁ ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ଏକ ଶ୍ରେଷ୍ଠ ଅବଦାନ।
Related Stories
September 19, 2024
September 19, 2024