ଭୁବନେଶ୍ୱର– ରାଜ୍ୟପାଳ ରଘୁବର ଦାସ ଓଣମ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି. ସୁଖ- ସମୃଦ୍ଧିର ପବିତ୍ର ପର୍ବ ଓଣମର ହାର୍ଦିକ ଅଭିନନ୍ଦନ ଓ ଶୁଭକାମନା । ଏହି ପର୍ବ ସମସ୍ତଙ୍କର ଜୀବନରେ ପ୍ରସନ୍ନତା ଓ ଉଲ୍ଲାସ ଆଣୁ, ଏହା ହିଁ କାମନା କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO