ଝାରସୁଗୁଡ଼ା– କାରଖାନାରେ ଷ୍ଟ୍ରକଚର ପଡି ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଅନ୍ୟ ୫ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ନିମନ୍ତେ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଛି । ବୁଢ଼ିପଦର ସ୍ଥିତ ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ଏହି ଅଘଟଣ ଘଟିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO