ଭଦ୍ରକ– ପ୍ରବଳ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲା ଦେଇ ପ୍ରବାହିତ ବୈତରଣୀ ନଦୀର ଜଳସ୍ତର କ୍ରମଶଃ ବୃଦ୍ଧି ପାଉଛି । ଆଖୁଆପଦା ନିକଟରେ ଏହାର ବିପଦ ସଂକେତ ୧୮.୩୩ ମିଟର ରହିଥିବା ବେଳେ ସକାଳ ୯ଟା ସୁଦ୍ଧା ୧୮.୧୫ ମିଟରରେ ବନ୍ୟା ଜଳ ପ୍ରବାହିତ ହେଉଛି । ଏହାକୁ ନେଇ ନଦୀ କୂଳିଆ ଲୋକେ ଭୟଭିତ ଅବସ୍ଥାରେ ରହିଛନ୍ତି ।
Related Stories
November 23, 2024