ଭୁବନେଶ୍ୱର, ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ଲାଗି ରହିଥିବାରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତିର ଅନୁଧ୍ୟାନ କରିଥିବା ଜଣା ପଡିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ସହ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଏଥିରେ ସାମିଲ ଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO