ଭୁବନେଶ୍ୱର– ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ସରକାର ସଚେତନ ଅଛନ୍ତି, ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଘଟଣାକୁ ଗୁରୁତ୍ବର ସହ ନିଆଯାଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ଦିଆଯାଇଛି । କ୍ରାଇମବ୍ରାଞ୍ଚ ଏତଲା ଅନୁସାରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ସସ୍ପେଣ୍ଡ କରାଯାଇଛି । ଏ ସରକାର କାର୍ଯ୍ୟାନୁଷ୍ଠାନ ନେବାରେ କେବେ ପଛଘୁଞ୍ଚା ଦିଅନ୍ତିନି ବୋଲି ମୋହନ ମାଝୀ କହିଛନ୍ତି ।
Related Stories
October 6, 2024
October 6, 2024