ଭୁବନେଶ୍ୱର – ବିଧାନସଭାର ଆବେଦନ ପତ୍ର କମିଟିଙ୍କର ନବମ ବୈଠକ ବିଧାୟକ ଶ୍ରୀ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁÂିତ ହୋଇଯାଇଛି ।
ବିଧାନସଭାସ୍ଥିତ ପ୍ରକୋÂ ନଂ-୫୫ରେ ଅନୁÂିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରି·ଳନା ବିଭାଗ ସଂପର୍କିତ ବକେୟା ଥିବା ଆବେଦନ/ନିବେଦନ ପତ୍ରଗୁଡ଼ିକ ଉପରେ ଅଦ୍ୟାବଧି ନିଆଯାଇଥିବା କାର୍ଯ୍ୟାନୁÂାନ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ଏହି ବୈଠକରେ କମିଟିର ସଭ୍ୟଙ୍କ ସମେତ ରାଜସ୍ୱ ଓ ବିପର୍ଯ୍ୟୟ ପରି·ଳନା ବିଭାଗର ବରିÂ ପଦାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।