ଭୁବନେଶ୍ୱର– ହରିହର ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଖ୍ୟାତ କବି, ନାଟ୍ୟକାର, ଗୀତିକାର ତଥା ଓଡ଼ିଶା ସାହିତ୍ୟ ଏକାଡେ଼ମୀର ୩୧ତମ ସଭାପତି ହରିହର ମିଶ୍ରଙ୍କର ପରଲୋକ ଖବର ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।
Related Stories
October 3, 2024
October 3, 2024