ଭୁବନେଶ୍ୱର– କଳାହାଣ୍ଡି ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣାରେ ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ବିଭାଗୀୟ ତଦନ୍ତ ନେଇ ବନ ବାହିନୀ ମୁଖ୍ୟ ଦେବୀଦତ୍ତ ବିଶ୍ବାଳ ସୂଚନା ଦେଇଛନ୍ତି । ବନବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଘଟଣାର ଡିପାର୍ଟମେଣ୍ଟାଲ ଇନକ୍ବାରୀ ଆରମ୍ଭ ହୋଇଛି । ସୁଇସାଇଡାଲ୍ ନୋଟ୍ରେ ଡିଏଫ୍ଓଙ୍କ ନାଁ ଥିବାରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସିସିଏଫ୍ ରାଙ୍କର ଅଧିକାରୀଙ୍କୁ ତଦନ୍ତ ଦାୟିତ୍ବ ଦେଇଛି ବନ ବିଭାଗ । ଯଥାଶୀଘ୍ର ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
Related Stories
November 21, 2024
November 21, 2024