ଭୁବନେଶ୍ୱର– ରାଷ୍ଟ୍ରକବି ରାମଧାରୀ ସିଂହ ଦିନକରଙ୍କ ସ୍ମୃତିଚାରଣ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ରାଷ୍ଟ୍ରଭକ୍ତିରେ ଓତପ୍ରୋତ, ବୀର ରସର ମହାନ ରାଷ୍ଟ୍ରକବି ରାମଧାରୀ ସିଂହ ଦିନକରଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO