
ଏହି ଅବସରରେ ଅଭିମନ୍ୟୁ, ଗଙ୍ଗାଧର ରଣା, ସୌମ୍ୟ ନାରାୟଣ ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଖଗେଶ୍ୱର ବେହେରା ବାର୍ଷିକ ବିବରଣୀ ପାଠ ମାଧ୍ୟମରେ ବିଦ୍ୟାଳୟର ସଫଳତା ଓ ସୁବିଧା ଅସୁବିଧା ସଂପର୍କରେ ମୁଖ୍ୟଅତିଥିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
