ଭୁବନେଶ୍ଵର– କେନ୍ଦ୍ରିୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ କେନ୍ଦ୍ରିୟ ବଙ୍ଗୋପସାଗର ଏବଂ ତତ୍ ସଂଲଗ୍ନ ଉତରପଶ୍ଚିମ ବଙ୍ଗୋପସାଗରର ଉତର ଆନ୍ଧ୍ର – ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ଏହାର ପ୍ରଭାବ ପରିଲକ୍ଷିତ ହେବ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
October 10, 2024