ଭୁବନେଶ୍ୱର– ଆଜି ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ବର୍ଷା ଯୋଗୁଁ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ ସବୁଠି ବର୍ଷୁଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବର୍ଷା ହେଉଛି। ପୁରୀରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି ।
Related Stories
September 27, 2024