ଭୁବନେଶ୍ୱର– ଭୁବନେଶ୍ବର ଡସିପିଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ପିନାକ ମିଶ୍ର । ଦାୟିତ୍ବ ଗ୍ରହଣ ପରେ ପିନାକ ମିଶ୍ର ପ୍ରତିକ୍ରିୟା ରଖି, ପୂଜା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ । ସୁରକ୍ଷା ଓ ନିରାପତ୍ତା ଉପରେ ଦୃଷ୍ଟି ରହିବ । ସେ କହିଛନ୍ତି ଯେ, ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ମୋର ଲକ୍ଷ୍ୟ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO