ଭୁବନେଶ୍ଵର– ଗତ ୨୪ ଘଂଟା ମଧ୍ୟରେ ବାଲେଶ୍ଵର ଜିଲ୍ଲାର ବାହାନଗାରେ ସର୍ବାଧିକ ୩୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୧୭.୨ ମି.ମି., ଅନୁଗୁଳ ଜିଲ୍ଲାର କଣିହାଁରେ ୧୫.୩ ମି.ମି., ରାୟଗଡ଼ା ଜିଲ୍ଲାର ଆର. ଗୁଡାରେ ୧୨.୦ ମି.ମି., ଅନୁଗୁଳ ଜିଲ୍ଲାର ଅନୁଗୁଳରେ ୧୧.୦ ମି.ମି. ଏବଂ ତାଳଚେରରେ ୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 21, 2024
November 21, 2024