ଭୁବନେଶ୍ୱର– ଓଏସଏସଏସସି ବିରୋଧରେ ଏକାଠି ହୋଇଛନ୍ତି ହଜାର ହଜାର ପରୀକ୍ଷାର୍ଥୀ । ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍ଜିରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ପରୀକ୍ଷାର୍ଥୀ । ଆରଆଇ,ଏଆରଆଇ, ଅମିନ, ଆଇସିଡିସି ପରୀକ୍ଷା ଆଦି ବାତିଲ ଦାବିରେ ବିକ୍ଷୋଭ । ଏକାଧିକ ପରୀକ୍ଷାରେ ଗୁରୁତର ତ୍ରୁଟି ଅଭିଯୋଗ ଆଣିଛନ୍ତି ପରୀକ୍ଷାର୍ଥୀ । ବିଭ୍ରାଟରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO