ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂତନ ଭାବେ ମନୋନୀତ ହୋଇଥିବା ୨୮୪ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ । ଆଜି ମଧ୍ୟାହ୍ନରେ ଲୋକସେବା ଭବନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ।