
ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ମହା ସପ୍ତମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ମହାମାୟାଙ୍କ ମହାସପ୍ତମୀ ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମା’ ଦୁର୍ଗାଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ତଥା ନିରାମୟ ହେଉ।