ଭୁବନେଶ୍ଵର– ଗତ ୨୪ ଘଂଟା ମଧ୍ୟରେ କେନ୍ଦୁଝର ଜିଲ୍ଲାର ଯୋଡ଼ାରେ ସର୍ବାଧିକ ୪୦.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୩୨.୨ ମି.ମି., କନ୍ଧମାଳ ଜିଲ୍ଲାର ବାଲିଗୁଡ଼ାରେ ୩୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ୧୮.୦ ମି.ମି., ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୧୨.୮ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୧୨.୦ ମି.ମି., ବାରିପଦାରେ ୧୧.୬ ମି.ମି., ନବରଙ୍ଗପୁର ଜିଲ୍ଲାର ରାଇଘରରେ ୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଯଶୀପୁରରେ ୬.୦ ମି.ମି. ଏବଂ ସମ୍ବଲପୁର ଜିଲ୍ଲାର ଜମନକିରାରେ ୪.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
October 18, 2024