୧୬ରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି : ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ- ଆସନ୍ତା ୧୬ ତାରିଖ ବୁଧବାର ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ … Continue reading ୧୬ରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି : ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ