ଭୁବନେଶ୍ୱର– କେନ୍ଦୁଝର ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସର୍କିଟ ହାଉସ ଠାରେ ସ୍ଥାନୀୟ ଲୋକଙ୍କୁ ଭେଟିଛନ୍ତି । ଏହି ଅବସରରେ ସେ ସ୍ଥାନୀୟ ଲୋକଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହା ସହିତ ସାଧାରଣ ଲୋକଙ୍କର ସମସ୍ୟା ଶୁଣି ସେମାନଙ୍କୁ ତ୍ଵରିତ ନ୍ୟାୟ ପ୍ରଦାନ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।
Related Stories
November 22, 2024