ଭୁବନେଶ୍ୱର– କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଣକବି ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି, ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ତଥା ସମାଜ ସଂସ୍କାରକ ‘ଗଣକବି’ ବୈଷ୍ଣବ ପାଣିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ।
Related Stories
January 19, 2025
January 19, 2025