ଭୁବନେଶ୍ୱର- ଜାତିଗତ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟ୍ ରେ ସଂକଳ୍ପ ପାରିତ ହୋଇଛି । ପଛୁଆ ବର୍ଗର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଏଭଳି ଦୃଢ ପଦକ୍ଷେପ ନେଇଥିବାରୁ ସୋମବାର ତେଲି ସମାଜର ରାଜ୍ୟ ସଭାପତି ରଘୁନାଥ ସାହୁଙ୍କ ନେତୃତ୍ୱରେ ବହୁ ସଂଖ୍ୟାରେ ତେଲିମାନେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଭେଟି ସମ୍ବର୍ଦ୍ଧିତ କରିଥିଲେ । ସୂଚନାଯୋଗ୍ୟ ଯେ ଓଡିଶାରେ ପ୍ରାୟ ୭୦ ଲକ୍ଷ ତେଲି ରହିଛନ୍ତି ।
Related Stories
November 24, 2024
November 24, 2024