ନବରଙ୍ଗପୁର– ନବରଙ୍ଗପୁରରେ ଆଜି ବି ପିଲାଙ୍କୁ ସ୍କୁଲ ଛାଡିଲେନି ଅଭିଭାବକ । ଜିଲ୍ଲା ଭିତିକ ଶିକ୍ଷକ ନିଯୁକ୍ତି ଦାବି କରି ଆନ୍ଦୋଳନ ଯୋଗୁଁ ଜିଲ୍ଲାର ଅଧିକାଂଶ ସ୍କୁଲରେ ପାଠପଢା ବ୍ୟାହତ ହୋଇଛି । ସରକାର ଏ ଦିଗରେ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO