ଭୁବନେଶ୍ୱର– ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ସତର୍କ ହୋଇ ସଚେତନତା ସହ ମୁକାବିଲା କରିବାକୁ ରାଜ୍ୟପାଳ, ରଘୁବର ଦାସ ସମସ୍ତଙ୍କୁ ଆହ୍ଵାନ ଦେଇଛନ୍ତି I ବାତ୍ୟା ପ୍ରଭାବିତ ହେବାକୁ ଥିବା ସାମ୍ଭାବ୍ୟ ଅଞ୍ଚଳରେ ସୁରକ୍ଷିତ ରହିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ସେ ନିବେଦନ କରିଛନ୍ତି।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO