ପୁରୀ- ବାତ୍ୟା ପାଇଁ ଶ୍ରୀମନ୍ଦିରର ନୀତିକାନ୍ତି କୌଣସି ପ୍ରକାରେ ପ୍ରଭାବିତ ହେବ ନାହିଁ । ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି । ବାତ୍ୟା ପବନରେ କୌଣସି ପ୍ରକାର ଅଘଟଣକୁ ଏଡାଇବା ପାଇଁ ଆନନ୍ଦବଜାରରେ ରହିଥିବା ଅସ୍ଥାୟୀ ଟିଣ ଗୁଡିକକୁ ବାହାର କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO