ଭୁବନେଶ୍ୱର – ନରସିଂହପୁରରେ ତୀର ମାଡ଼ରେ ଆହତ ହାତୀ ଏବେ ସୁସ୍ଥ ଅଛି ବୋଲି ସୂଚନା ଦେଇଛନ୍ତି ପିସିସିଏଫ ସୁଶାନ୍ତ ନନ୍ଦ । ସେ କହିଛନ୍ତି ଯେ ହାତୀ ଶରୀରରେ ୪ଟି ତୀର ଲାଗିଥିଲା ।
ଶିକାର ଉଦ୍ଦେଶ୍ୟରେ ନୁହେଁ, ଫସଲ ବଞ୍ଚାଇବାକୁ ସ୍ଥାନୀୟ ଲୋକେ ତୀର ମାରି ହାତୀ ଘଉଡ଼ାଇଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO