ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଜନ୍ମ ଦିନ ଅବସରରେ ଶୁଭକାମନା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଆମ ଦଳର ବରିଷ୍ଠ ନେତା ତଥା ବାଲେଶ୍ଵର ସାଂସଦ ପ୍ରତାପ ଷଡଙ୍ଗୀଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ କ୍ଷୀରଚୋରା ଗୋପୀନାଥଙ୍କ ଅପାର କୃପାରୁ ଆପଣଙ୍କ ଜୀବନ ମଙ୍ଗଳମୟ ହେଉ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO