ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଣ୍ଡିଆ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ‘ମାଣ୍ଡିଆ ଦିବସ’ ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା। ମାଣ୍ଡିଆ ବା ଶ୍ରୀ ଅନ୍ନ କେବଳ ଏକ ସାଧାରଣ ଖାଦ୍ୟ ନୁହେଁ, କୁପୋଷଣକୁ ନିୟନ୍ତ୍ରଣ କରି ଏକ ସୁସ୍ଥ ସମାଜ ଗଠନ କରିବାରେ ଏହାର ଭୂମିକା ଗୁରୁତ୍ଵପୂର୍ଣ୍ଣ। ଆସନ୍ତୁ ଏହାର ପ୍ରଚାର ପ୍ରସାର କରି ଏକ ସୁସ୍ଥ, ସମୃଦ୍ଧ ଏବଂ ବିକଶିତ ଓଡ଼ିଶା ଗଠନ କରିବା।
Related Stories
December 2, 2024