ଭୁବନେଶ୍ୱର- ପବିତ୍ର ଅଁଳା ନବମୀର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଏକ୍ସ ହ୍ୟାଣ୍ଡେଲରେ ରାଜ୍ୟପାଳ କହିଛନ୍ତି ଯେ, ଭଗବାନ ବିଷ୍ଣୁଙ୍କ ଆରାଧନା ଓ ପ୍ରକୃତିର ସମ୍ମାନର ପର୍ବ ଅଁଳା ନବମୀର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଶ୍ରୀ ହରିଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ, ସମସ୍ତଙ୍କୁ ସୁଖ, ସମୃଦ୍ଧି, ଆରୋଗ୍ୟ ଓ ଖୁସି ପୂର୍ଣ୍ଣ ଜୀବନ ପ୍ରଦାନ କରନ୍ତୁ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO