ଭୁବନେଶ୍ୱର– ନିର୍ବାଚନ ମଣ୍ଡଳୀ ପୂର୍ବତନ ବିଧାୟିକା ଶ୍ରୀମତି ସୁନନ୍ଦା ଦାସ ଆଜି ରାଜ୍ୟର ପୂର୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଆଜି ତାଙ୍କର ସରକାରୀ ବାସଭବନ ଠାରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ସେ ବରୀ ନିର୍ବାଚନ ମଣ୍ଡଳରୀ ବିଭିନ୍ନ ବିଷୟରେ ଆଲୋଚ଼ନା କରିଛନ୍ତି।ବରୀ ଅଞ୍ଚଳର ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ବ୍ୟବସ୍ଥା ରେ ଉନ୍ନତି ଆଣିବା ପାଇଁ ମୋହନ ସରକାର ପ୍ରତିବଦ୍ଧ ବୋଲି ଶ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି ।
Related Stories
November 21, 2024
November 21, 2024