ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଣ୍ଡିତ ମଦନ ମୋହନ ମାଲବ୍ଯଙ୍କ ଶ୍ରାଦ୍ଧ ବାର୍ଷିକୀରେଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଏକ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି , ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ସଂସ୍ଥାପକ, ମହାନ ସମାଜ ସୁଧାରକ, ପ୍ରଜ୍ଞାନ ବକ୍ତା, ବିଶିଷ୍ଟ ଶିକ୍ଷାବିତ ‘ଭାରତ ରତ୍ନ’ ପଣ୍ଡିତ ମଦନ ମୋହନ ମାଲବ୍ଯଙ୍କ ଶ୍ରାଦ୍ଧ ବାର୍ଷିକୀରେ କୋଟି କୋଟି ପ୍ରଣାମ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO