
ଭୁବନେଶ୍ୱର– ପଣ୍ଡିତ ଜବାହର ଲାଲ ନେହେରୁଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହର ଲାଲ ନେହେରୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି।ଶିଶୁ ଦିବସ ଅବସରରେ ରାଜ୍ୟ ତଥା ଦେଶର ଭବିଷ୍ୟତଙ୍କୁ ମୋର ଶୁଭକାମନା ଏବଂ ଆଶୀର୍ବାଦ।