ଭୁବନେଶ୍ୱର– ଶିଶୁ ଦିବସର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଏକ୍ସ ହ୍ୟାଣ୍ଡେଲରେ ରାଜ୍ୟପାଳ କହିଛନ୍ତି ଯେ, ଶିଶୁ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଦେଶର ବିକାଶ ଓ ଉନ୍ନତିର କର୍ଣ୍ଣଧାର ସମସ୍ତ ଶିଶୁଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO