ଭୁବନେଶ୍ୱର– ଡେବ୍ରିଗଡ଼ ଅଭୟାରଣ୍ୟରେ ଅଛନ୍ତି ୬୫୯ଟି ଗୟଳ । ୬୫୯ଟିରୁ ୨୧୦ଟି ଗୟଳ କମ୍ ବୟସର ହୋଇଥିବା ସୂଚନା ମିଳିଛି । ଏନେଇସୂଚନା ଦେଇଛନ୍ତି ହୀରାକୁଦ ୱାଇଲ୍ଡ ଲାଇଫ୍ ଡିଏଫ୍ଓ ।ଗତ ୧୨ ଓ ୧୩ରେ ଗୟଳ ଗଣନା କରିଥିଲେ ବନ ବିଭାଗ କର୍ମଚାରୀ ।
ଭୁବନେଶ୍ୱର– ଡେବ୍ରିଗଡ଼ ଅଭୟାରଣ୍ୟରେ ଅଛନ୍ତି ୬୫୯ଟି ଗୟଳ । ୬୫୯ଟିରୁ ୨୧୦ଟି ଗୟଳ କମ୍ ବୟସର ହୋଇଥିବା ସୂଚନା ମିଳିଛି । ଏନେଇସୂଚନା ଦେଇଛନ୍ତି ହୀରାକୁଦ ୱାଇଲ୍ଡ ଲାଇଫ୍ ଡିଏଫ୍ଓ ।ଗତ ୧୨ ଓ ୧୩ରେ ଗୟଳ ଗଣନା କରିଥିଲେ ବନ ବିଭାଗ କର୍ମଚାରୀ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO