ଭୁବନେଶ୍ୱର– ଭରତପୁର ଥାନା ମାମଲାର ତଦନ୍ତ କରୁଥିବା କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ୩୧ ଜାନୁଆରୀ ୨୦୨୫ ଯାଏଁ ତାଙ୍କର କାର୍ଯ୍ୟକାଳ ବୃଦ୍ଧି ହୋଇଥିବା ସୂଚନା ମିଳିଛି । ୨୨ ନଭେମ୍ବରରେ ସରୁଥିଲା ତଦନ୍ତ କମିଶନଙ୍କ କାର୍ଯ୍ୟକାଳ ।
Related Stories
November 16, 2024
November 16, 2024