ଭୁବନେଶ୍ୱର– ଆମ୍ବ ଟାକୁଆ ଜାଉ ଖାଇ ଆଉ ଜଣଙ୍କ ମୃତ୍ୟୁ ଘଟଣା । ମୃତ୍ୟୁକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି । କହିଲେ, ରିପୋର୍ଟ ଆମର ହସ୍ତଗତ ହୋଇଛି । ଯେଉଁମାନେ ଚିକିତ୍ସିତ ଅଛନ୍ତି ସେମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଯାଉଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO