ଭୁବନେଶ୍ୱର– ଆର୍ଯ୍ୟନ୍ ଭବନରେ ରାଜ୍ୟସ୍ତରୀୟ ବନଖଣ୍ଡ ଅଧିକାରୀ ସମ୍ମିଳନୀ ଆୟୋଜିତ ହୋଇଛି । ଏହି ସମ୍ମିଳନୀରେ ପିସିସିଏଫ, ଆରସିସିଏଫ, ଡିଏଫଓଙ୍କ ସହ ସଚିବ ଓ ମନ୍ତ୍ରୀ ଉପସ୍ଥିତ ଅଛନ୍ତି । ଜୀବଜନ୍ତୁ ସୁରକ୍ଷା ସହ ଜଙ୍ଗଲ ସୃଷ୍ଟି, ସୁରକ୍ଷା ଦିଗରେ ଥିବା ବିଭିନ୍ନ କାର୍ଯ୍ୟ ନେଇ ଆଲୋଚନା ହେଉଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO