ଭୁବନେଶ୍ଵର– ଆଗାମୀ ୪ରୁ ୫ ଦିନ ପାଇଁ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତନର ସମ୍ଭାବନା ନଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
August 24, 2024