ଭୁବନେଶ୍ୱର – ବିଧାନସଭା ସ୍ୱାଧିକାର କମିଟିଙ୍କ ପ୍ରଥମ ବୈଠକ ପଂଚାୟତିରାଜ ଓ ପାନୀୟଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁÂିତ ହୋଇଯାଇଛି ।
ବିଧାନସଭାସ୍ଥିତ ପ୍ରକୋÂ ନଂ-୫୪ରେ ଅନୁÂିତ ଏହି ବୈଠକରେ କମିଟିଙ୍କ ଭବିଷ୍ୟତ ଯୋଜନା ଓ କାର୍ଯ୍ୟକ୍ରମ ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା ।
ଏହି ବୈଠକରେ ଏହାର ସଭ୍ୟା ତଥା ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, କମିଟିର ସଭ୍ୟ ଓ ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାର ପଦାଧିକାରୀମାନେ ଉପସ୍ଥିତ ଥିଲେ ।