ଭୁବନେଶ୍ୱର– ଆସନ୍ତା ୨୬ ତାରିଖରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଆଜି ଶନିବାର ଅପରାହ୍ନରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ ।
Related Stories
November 23, 2024