ଭୁବନେଶ୍ୱର– ଆଗାମୀ ୨ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ତିନି ଦିନ ତାପମାତ୍ରା ୨ରୁ ୪ ଡ଼ିଗ୍ରୀ ବୃଦ୍ଧି ପାଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଜ୍ଞାନ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 24, 2024