ଭୁବନେଶ୍ୱର– ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର ଉପସ୍ଥିତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଭାରତର ପ୍ରଭୁତା, ଏକତା ଓ ଅଖଣ୍ତତାକୁ ବଜାୟ ରଖିବା ପାଇଁ ଶପଥ ପାଠ କରାଇଥିଲେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO